Deprecated: Optional parameter $options declared before required parameter $messages is implicitly treated as a required parameter in /home/sanskrit/public_html/wp-content/plugins/wp-registration/inc/classes/class.settings.php on line 121

Deprecated: Optional parameter $value declared before required parameter $field_index is implicitly treated as a required parameter in /home/sanskrit/public_html/wp-content/plugins/wp-registration/inc/classes/class.field.php on line 279
ସିଦ୍ଧାର୍ଥ ପବ୍ଲିକ ସ୍କୁଲରେ ଇଣ୍ଟିଗ୍ରେଟ ଶିକ୍ଷକମାନଙ୍କ ପ୍ରଶିକ୍ଷଣ ଶିବିର – Sanskriti Media
Deprecated: strpos(): Passing null to parameter #1 ($haystack) of type string is deprecated in /home/sanskrit/public_html/wp-content/plugins/latest-posts-block-lite/src/fonts.php on line 50

Deprecated: strpos(): Passing null to parameter #1 ($haystack) of type string is deprecated in /home/sanskrit/public_html/wp-content/plugins/magic-content-box-lite/src/fonts.php on line 50

ସିଦ୍ଧାର୍ଥ ପବ୍ଲିକ ସ୍କୁଲରେ ଇଣ୍ଟିଗ୍ରେଟ ଶିକ୍ଷକମାନଙ୍କ ପ୍ରଶିକ୍ଷଣ ଶିବିର

0

ଅତାବିରା,18/7(ସଂସ୍କୃତି ମିଡ଼ିଆ )- ବରଗଡ଼ ଜିଲା ଅତାବିରା ବ୍ଲକ କୁମେଲସିଂହା ସ୍ଥିତ ସିଦ୍ଧାର୍ଥ ପବ୍ଲିକ ସ୍କୁଲରେ ସିବିଏସି ବୋର୍ଡ ତରଫରୁ ଗୁରୁବାର ଆର୍ଟ ଇଣ୍ଟିଗ୍ରେଟ ଶିକ୍ଷକମାନଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଶିକ୍ଷକ ଭାବରେ ଟୁନା ବିଶ୍ଵାଳ ଓ ଗୋବିନ୍ଦ ଚନ୍ଦ୍ର ସାହୁ ଯୋଗଦାନ ଦେଇ ଶିକ୍ଷକମାନଙ୍କୁ ତାଲିମ ପ୍ରଦାନ କରିଥିଲେ।

ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ବିଭିନ୍ନ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୬୦ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଏହି କାର୍ଯ୍ୟକ୍ରମରେ ଯୋଗଦାନ ଦେଇ ତାଲିମ କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ। ସିଦ୍ଧାର୍ଥ ପବ୍ଲିକ ସ୍କୁଲର ଅଧ୍ୟକ୍ଷ ଜି. ଶ୍ରୀନିବାସ ରାଓ କାର୍ଯ୍ୟକ୍ରମର ପ୍ରାରମ୍ଭିକ ଭାଷଣ ମାଧ୍ୟମରେ ପ୍ରଶିକ୍ଷକ ତଥା ଶିକ୍ଷକ ବିଦ୍ୟାର୍ଥୀ ମାନଙ୍କୁ ସ୍ଵାଗତ ଜଣାଇଥିଲେ। ଏକାଡେମୀ ଇନ୍ଚାରଜ୍ ଅସିତ୍ ଅମାନ୍ତ ଶେଷରେ ଧନ୍ୟବାଦ୍ ଅର୍ପଣ କରିଥିଲେ।


Leave a Reply

Your email address will not be published. Required fields are marked *

error: Content is protected !!