Deprecated: Optional parameter $options declared before required parameter $messages is implicitly treated as a required parameter in /home/sanskrit/public_html/wp-content/plugins/wp-registration/inc/classes/class.settings.php on line 121

Deprecated: Optional parameter $value declared before required parameter $field_index is implicitly treated as a required parameter in /home/sanskrit/public_html/wp-content/plugins/wp-registration/inc/classes/class.field.php on line 279
ବରପାଲି ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ଅବସର ରେ ରକ୍ତ ଦାନ ଶିବିର // ୩୨ୟୁନିଟ ରକ୍ତ ସଂଗୃହୀତ  – Sanskriti Media
Deprecated: strpos(): Passing null to parameter #1 ($haystack) of type string is deprecated in /home/sanskrit/public_html/wp-content/plugins/latest-posts-block-lite/src/fonts.php on line 50

Deprecated: strpos(): Passing null to parameter #1 ($haystack) of type string is deprecated in /home/sanskrit/public_html/wp-content/plugins/magic-content-box-lite/src/fonts.php on line 50

ବରପାଲି ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ଅବସର ରେ ରକ୍ତ ଦାନ ଶିବିର // ୩୨ୟୁନିଟ ରକ୍ତ ସଂଗୃହୀତ 

0

ବରପାଲି, 30/12 (ସଂସ୍କୃତି ମିଡ଼ିଆ)-ବରଗଡ ଜିଲ୍ଲା ବରପାଲି ସ୍ଥିତ ବାରପାଲି ମହାବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ବରପାଲି କଲେଜ ଠାରେ ସୁବର୍ଣ୍ଣଜୟନ୍ତୀ କମିଟି, ଲାଇଫ ଲାଇନ ଓ ନିଷ୍ଠା ପରିବାର ର ମିଳିତ ଆନୁକୁଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର ରେ ଅତାବିରା ବିଧାୟକ ଶ୍ରୀ ନିହାର ରଞ୍ଜନ ମହାନନ୍ଦ, ପଦମପୁର ବିଧାୟକ ଶ୍ରୀମତୀ ବର୍ଷା ସିଂ ବରିହା, ବିଜେପୁର ବିଧାୟକ ଶ୍ରୀ ସନତ ଗଡତିଆ ସମ୍ବାନିତ ଅତିଥି ଭାବରେ ଯୋଗଦେଇ ଥିଲେ।ଏହି ଶିବିର ରୁ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୩୨ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।ବରପାଲି ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ କମିଟି ଓ ସମସ୍ତ ରକ୍ତ ଦାତା ମାନଙ୍କୁ ନିଷ୍ଠା ପରିବାର ତରଫ ହୃଦୟ ରୁ ଧନ୍ୟବାଦ। ଏହି ଶିବିର କୁ ନିଷ୍ଠା ପରିବାର ର ସଦସ୍ୟ ସଦସ୍ୟା ମାନେ ସୁପରିଚାଳନା କରିଥିଲେ।


Leave a Reply

Your email address will not be published. Required fields are marked *

error: Content is protected !!